Song of Solomon 3:5 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ଲୋକମାନଙ୍କୁ କହିଲେ ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହେବା ଯାଏ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।