Song of Solomon 3:6 — Compare Translations
5 translations compared side by side
Odia - 1840
"ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) ଏବଂ ତାଙ୍କର ଅନୁଢ଼ା କନ୍ୟା ସିଏ କିଏ ଅଟେ, ଯେଉଁ ସ୍ତ୍ରୀଲୋକ ଧୂମ୍ର ସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଆସୁଅଛି? ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତା ହୋଇ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?
Odia IRV 2017 (ଓଡିଆ ବାଇବେଲ)
ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?