Song of Solomon 3:7 — Compare Translations
5 translations compared side by side
Odia - 1840
"ଦେଖ, ତାହା ଶଲୋମନଙ୍କର ଘାଡ଼ୋ ଗାଡ଼ି। ସଠାେ ରେ ଷାଠିଏ ଜଣ ଇଶ୍ରାୟେଲୀୟ ରଥକୁ ଘରେି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହା ଶଲୋମନଙ୍କର ଚତୁର୍ଦ୍ଦୋଳ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ତାହା ଶଲୋମନଙ୍କର ଘୋଡ଼ା ଗାଡ଼ି। ସେଠାରେ ଷାଠିଏ ଜଣ ଇସ୍ରାଏଲୀୟ ରଥକୁ ଘେରି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।