Song of Solomon 3:9 — Compare Translations

5 translations compared side by side

Odia - 1840
"ଶଲୋମନ ରାଜା ଆପଣା ପାଇଁ ଲିବା ନୋନ୍ର କାଠର ଏକ ପାଲିଙ୍କି ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ରାଜା ଆପଣା ପାଇଁ ଲିବାନୋ‌ନ୍‌ର କାଠର ଏକ ପାଲିଙ୍କି ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।