Song of Solomon 4:1 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦଖାୟୋଅ। ତୁମ୍ଭ ନେତ୍ର କପୋତ ତୁଲ୍ଯ, ତୁମ୍ଭର କେଶ ଗିଲିଯଦ ପର୍ବତରୁ ଓହ୍ଲାଇ ଆସୁଥିବା ଛଳେିପଲ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ, ତୁମ୍ଭେ ସୁନ୍ଦରୀ; ଘୁମୁଟା ତଳେ ତୁମ୍ଭ ନେତ୍ର କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) ତାଙ୍କୁ (ସ୍ତ୍ରୀ) କହିଲେ ହେ ମୋର ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦେଖାଯାଅ। ତୁମ୍ଭ ନେତ୍ର କପୋତ ତୁଲ୍ୟ, ତୁମ୍ଭର କେଶ ଗିଲିୟଦ ପର୍ବତରୁ ଓହ୍ଲାଇ ଆସୁଥିବା ଛେଳିପଲ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।