Song of Solomon 4:11 — Compare Translations

5 translations compared side by side

Odia - 1840
"ଆଗୋ ମାରେ ପ୍ରିୟେ, ମହୁଫଣୋରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠଧାର ମହୁ ଝ ରେ। ଦୁଗ୍ଧମଧୁ ତୁମ୍ଭ ଜିହ୍ବା ତଳେ ଥାଏ। ତୁମ୍ଭ୍ ବସ୍ତ୍ରର ସୁଗନ୍ଧି ଲିବା ନୋନର ସୁଗନ୍ଧ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର କନ୍ୟେ, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ଵା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ମୋର ପ୍ରିୟେ, ମହୁଫେଣାରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠାଧର ମହୁ ଝରେ। ଦୁ‌ଗ୍‌ଧମଧୁ ତୁମ୍ଭ ଜିହ୍ୱା ତଳେ ଥାଏ। ତୁମ୍ଭ ବସ୍ତ୍ରର ସୁଗନ୍ଧି ଲିବାନୋ‌ନ୍‌ର ସୁଗନ୍ଧ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।