Song of Solomon 4:12 — Compare Translations

5 translations compared side by side

Odia - 1840
"ମାରେ ଭଗିନୀ, ମାରେ ପ୍ରିୟେ, ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଭଗିନୀ, ମୋର ପ୍ରିୟେ, ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।