Song of Solomon 4:13 — Compare Translations

5 translations compared side by side

Odia - 1840
"ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ଵ ଉପବନ; ମେହେନ୍ଦି, ଜଟାମାଂସୀ ଚାରାବିଶିଷ୍ଟ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଗ୍ଭରାଗଛଗୁଡ଼ିକ ପ୍ରାଙ୍ଗଣରେ ବହୁମୂଲ୍ୟ ଡାଳିମ୍ବ ବୃକ୍ଷ ତୁଲ୍ୟ। ସେଠାରେ ହେନା ଗ୍ଭରାଗଛ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,