Song of Solomon 4:14 — Compare Translations

5 translations compared side by side

Odia - 1840
"ସଠାେ ରେ ଜଟାମାଂସୀ ଓ କେଶର, ବଚ ଓ ଡ଼ାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଜଟାମାଂସୀ ଓ କେଶର, ବଚ ଓ ଡାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।