Song of Solomon 4:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସୋର୍ତ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋ‌ନ୍‌ରୁ ପ୍ରବାହିତ ସ୍ରୋତ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।