Song of Solomon 4:16 — Compare Translations
5 translations compared side by side
Odia - 1840
"ହେ ଉତ୍ତରୀଯ ବାଯୁ, ଜାଗ। ହେ ଦକ୍ଷିଣ ବାଯୁ, ଆସ। ମାେ ଉଦ୍ୟାନର ସୁଗନ୍ଧି ଯେପରି ଚାରିଆଡ଼େ ବିଚ୍ଛୁରିତ ହବେ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପ ରେ ପ୍ରବାହିତ ହୁଅ। ମାହେର ପ୍ରିଯତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ଯ ଫଳସବୁ ଭୋଜନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ହେ ଉତ୍ତରୀୟ ବାୟୁ, ଜାଗ। ଦକ୍ଷିଣ ବାୟୁ, ଆସ। ମୋ’ ଉଦ୍ୟାନର ସୁଗନ୍ଧି ଯେପରି ଗ୍ଭରିଆଡ଼େ ବିଚ୍ଛୁରିତ ହେବ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପରେ ପ୍ରବାହିତ ହୁଅ। ମୋହର ପ୍ରିୟତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ’ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।