Song of Solomon 4:2 — Compare Translations

5 translations compared side by side

Odia - 1840
"ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା, ସ୍ନାନରୁ ଉତ୍ଥିତ ମଷେୀ ପଲ ତୁଲ୍ଯ। ସଗେୁଡ଼ିକୁ ଯଥାର୍ଥ ଭାବରେ ମାନିଛି ଏବଂ ସଗେୁଡ଼ିକ ମଧ୍ଯରୁ କହେି ହଜି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା, ସ୍ନାନରୁ ଉ‌‌‌ତ୍‌‌‌ଥିତ ମେଷୀ ପଲ ତୁଲ୍ୟ। ସେଗୁଡ଼ିକୁ ଯଥାର୍ଥ ଭାବରେ ମାନିଛି ଏବଂ ସେଗୁଡ଼ିକ ମଧ୍ୟରୁ କେହି ହଜି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।