Song of Solomon 4:3 — Compare Translations

5 translations compared side by side

Odia - 1840
"ତୁମ୍ଭର ଓଷ୍ଠାଧର ଉଜ୍ଜ୍ବଳ ଲୋହିତ ରଙ୍ଗର ଫିତା ଓ ତୁମ୍ଭର ପାଟି ସୁନ୍ଦର। ଓଢ଼ଣା ତଳେ ତୁମ୍ଭ କପାଳ ଡ଼ାଳିମ୍ବ ଖଣ୍ଡ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତ୍ର ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଓଷ୍ଠାଧର ଉଜ୍ଜ୍ୱଳ ଲୋହିତ ରଙ୍ଗର ଫିତା ଓ ତୁମ୍ଭର ପାଟି ସୁନ୍ଦର। ଓଢ଼ଣା ତଳେ ତୁମ୍ଭ କପାଳ ଡାଳିମ୍ବ ଖଣ୍ଡ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।