Song of Solomon 4:5 — Compare Translations
5 translations compared side by side
Odia - 1840
"ତୁମ୍ଭର ସ୍ତନୟୁଗଳ ଶାେଶନ ପୁଷ୍ପ ବନ ରେ ଚରିବାର ୟାଆଁଳା ହରିଣ ଛୁଆ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୋଶନ୍ ପୁଷ୍ପବନରେ ଚରିବାର ଯାଆଁଳା ହରିଣଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସ୍ତନଯୁଗଳ ଶୋଶନ ପୁଷ୍ପ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
Odia IRV 2017 (ଓଡିଆ ବାଇବେଲ)
କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।