Song of Solomon 4:6 — Compare Translations
5 translations compared side by side
Odia - 1840
"ଦିବସ ନ ଆସିବା ପର୍ୟ୍ଯନ୍ତ ଓ ଛାଯା ବହି ନ ୟିବା ପର୍ୟ୍ଯନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦିବସ ନ ଆସିବା ପର୍ଯ୍ୟନ୍ତ ଓ ଛାୟା ବହି ନ ଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ଯିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
Odia IRV 2017 (ଓଡିଆ ବାଇବେଲ)
ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।