Song of Solomon 4:7 — Compare Translations

5 translations compared side by side

Odia - 1840
"ଆଗୋ ମାରେ ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ୟାଏ ସୁନ୍ଦରୀ। ତୁମ୍ଭଠା ରେ କୌଣସି ଖୁଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ମୋର ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ଯାଏ ସୁନ୍ଦରୀ। ତୁମ୍ଭଠାରେ କୌଣସି ଖୁଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।