Song of Solomon 4:8 — Compare Translations
5 translations compared side by side
Odia - 1840
"ଆଗୋ ମାରେ ପ୍ରିୟେ, ମାେ ସଙ୍ଗେ ଲିବାନୋନରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ଵରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ମୋର ପ୍ରିୟେ, ମୋ’ ସଙ୍ଗେ ଲିବାନୋନ୍ରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।