Song of Solomon 4:9 — Compare Translations
5 translations compared side by side
Odia - 1840
"ହେ ମାରେ ଭଉଣୀ, ହେ ମାରେ କନ୍ଯା, ତୁମ୍ଭେ ମାରେ ହୃଦଯକୁ ତୁମ୍ଭର ଚକ୍ଷୁର ଗୋଟିଏ ଚାହାଣି ରେ ଏବଂ ଗୋଟିଏ ଅଳଙ୍କାର ହାର ରେ ଚୋରି କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଭଉଣୀ, ହେ ମୋର କନ୍ୟା, ତୁମ୍ଭେ ମୋର ହୃଦୟକୁ ତୁମ୍ଭର ଚକ୍ଷୁର ଗୋଟିଏ ଗ୍ଭହାଣିରେ ଏବଂ ଗୋଟିଏ ଅଳଙ୍କାର ହାରରେ ଗ୍ଭେରି କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।