Song of Solomon 5:1 — Compare Translations

5 translations compared side by side

Odia - 1840
"ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ । ଆଗୋ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି । ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) କହିଲେ ହେ ମୋର ଭଗିନୀ, ମୋହର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି। ମୁଁ ମହୁ ଫେଣାରୁ ମୋର ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁ‌ଗ୍‌ଧପାନ କରିଅଛି। ଆସ ପରସ୍ପର ସହିତ ଆମୋଦ କରିବା। ଆସ ପ୍ରେମରେ ମତ୍ତ ହୋଇଯିବା। ସ୍ତ୍ରୀଲୋକମାନେ ପ୍ରେମିକମାନଙ୍କୁ କହିଲେ ହେ ବନ୍ଧୁଗଣ, ଭୋଜନ କର, ହେ ପ୍ରିୟତମଗଣ ପାନ କର। ହଁ, ଯଥେଷ୍ଟ ପ୍ରେମକୁ ପାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।