Song of Solomon 5:11 — Compare Translations

5 translations compared side by side

Odia - 1840
"ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରାକୁଆ ତୁଲ୍ୟ କୃଷ୍ଣବର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।