Song of Solomon 5:12 — Compare Translations
5 translations compared side by side
Odia - 1840
"ତାଙ୍କର ନେତ୍ର ୟୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ଯ। ଦୁଗ୍ଧ ରେ ଧୌତ ଓ ଯଥା ସ୍ଥାନ ରେ ସ୍ଥାପିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ନେତ୍ର ଯୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ୟ। ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।