Song of Solomon 5:13 — Compare Translations

5 translations compared side by side

Odia - 1840
"ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ବରୂପ ସୁଗନ୍ଧି ତୃଣର ତଟ ସ୍ବରୂପ। ତାଙ୍କର ଓଷ୍ଠଧାର କଇଁଫୁଲ ତୁଲ୍ଯ ତହିଁରୁ ଦ୍ରବ ଗନ୍ଧରସ ଝ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଗଣ୍ତଦେଶ ସୁଗନ୍ଧି ଲତାର କିଆରି ସ୍ଵରୂପ, ସୁଗନ୍ଧି ତୃଣର ତଟ ସ୍ଵରୂପ; ତାଙ୍କର ଓଷ୍ଠାଧର ଶୋଶନ୍ ପୁଷ୍ପ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ୱରୂପ ସୁଗନ୍ଧି ତୃଣର ତଟ ସ୍ୱରୂପ। ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ ତହିଁରୁ ଦ୍ରବ ଗନ୍ଧରସ ଝରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।