Song of Solomon 5:14 — Compare Translations

5 translations compared side by side

Odia - 1840
"ତାହାଙ୍କ ହସ୍ତ ଦ୍ବଯ ବୈଦୁର୍ୟ୍ଯ ମଣି ରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ଯ। ତାହାଙ୍କ ଶରୀର ନୀଳକାନ୍ତ ମଣି ମଣ୍ଡିତ ଗଜଦନ୍ତମଯ ଶିଳ୍ପ କର୍ମ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ହସ୍ତଦ୍ଵୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକା; ମଣି-ମଣ୍ତିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ହସ୍ତ ଦ୍ୱୟ ବୈଦୁର୍ଯ୍ୟମଣିରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ୟ। ତାହାଙ୍କ ଶରୀର ନୀଳକାନ୍ତମଣି ମଣ୍ଡିତ ଗଜଦନ୍ତମୟ ଶିଳ୍ପ କର୍ମ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।