Song of Solomon 5:15 — Compare Translations
5 translations compared side by side
Odia - 1840
"ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆ ରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ବ ତୁଲ୍ଯ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ଯ ଉତ୍କୃଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ଭ ତୁଲ୍ୟ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।