Song of Solomon 5:16 — Compare Translations
5 translations compared side by side
Odia - 1840
"ତାହାଙ୍କ ମୁଖ ଅତ୍ଯନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମ ନୋହର। ହେ ୟିରୁଶାଲମର କନ୍ଯାଗଣ, ସେ ମାହେର ପ୍ରିଯତମ, ସେ ମାହେର ସହୋଦର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ମୁଖ ଅତ୍ୟ; ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର । ଆଗୋ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ସେ ମୋହର ପ୍ରିୟତମ, ସେ ମୋହର ସହୋଦର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।