Song of Solomon 5:2 — Compare Translations
5 translations compared side by side
Odia - 1840
"ମୁଁ ନିଦ୍ରିତା ଥିଲି, ମାତ୍ର ମାରେ ହୃଦଯ ଜାଗ୍ରତ ଥିଲା। ଏତ ମାେ ପ୍ରିଯତମଙ୍କ ରବ। ସେ ଦ୍ବାର ରେ ଆଘାତ କରି କହୁଛନ୍ତି, ଆଗୋ ମାରେ ଭଗିନୀ, ମାରେ ପ୍ରିୟେ, ମାରେ କପୋତୀ, ମାହେର ଶୁଦ୍ଧମତି ମାେ ପାଇଁ ଦ୍ବାର ଫିଟାଅ। କାରଣ ମାରେମସ୍ତକ ଶିଶିର ରେ ମାହେର କେଶ ରାତ୍ରିର ଜଳ ବିନ୍ଦୁ ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏ ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ଵାରରେ ଆଘାତ କରି କହୁଅଛନ୍ତି, “ଆଗୋ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ଵାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କ୍ଳେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ ।”
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ମୁଁ ନିଦ୍ରିତା ଥିଲି, ମାତ୍ର ମୋର ହୃଦୟ ଜାଗ୍ରତ ଥିଲା। ଏତ ମୋ’ ପ୍ରିୟତମଙ୍କ ରବ। ସେ ଦ୍ୱାରରେ ଆଘାତ କରି କହୁଛନ୍ତି, “ଆଗୋ ମୋର ଭଗିନୀ, ମୋର ପ୍ରିୟେ, ମୋର କପୋତୀ, ମୋହର ଶୁଦ୍ଧମତି ମୋ’ ପାଇଁ ଦ୍ୱାର ଫିଟାଅ। କାରଣ ମୋର ମସ୍ତକ ଶିଶିରରେ ମୋହର କେଶ ରାତ୍ରିର ଜଳ ବିନ୍ଦୁରେ ପରିପୂର୍ଣ୍ଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”