Song of Solomon 5:3 — Compare Translations

5 translations compared side by side

Odia - 1840
"ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଚାହୁଁ ନାହିଁ। ମୁଁ ମାରେ ପାଦ ଧୌତ କରିଅଛି, ମୁଁ ସଗେୁଡ଼ିକୁ ମଇଳା କରିବା ପାଇଁ ଚାହୁଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି?
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଗ୍ଭହୁଁ ନାହିଁ। ମୁଁ ମୋର ପାଦ ଧୌତ କରିଅଛି, ମୁଁ ସେଗୁଡ଼ିକୁ ମଇଳା କରିବା ପାଇଁ ଗ୍ଭହୁଁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?