Song of Solomon 5:4 — Compare Translations

5 translations compared side by side

Odia - 1840
"ମାେ ପ୍ରିଯତମ ଦ୍ବାରର ଛିଦ୍ର ରେ ଆପଣା ହାତ ଥୋଇଲେ, ତହିଁରେ ମାରେ ହୃଦଯ ତାହାଙ୍କ ପାଇଁ ଉଚ୍ଚାଟ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରିୟତମ ଦ୍ଵାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉଚ୍ଚାଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହାତ ଥୋଇଲେ, ତହିଁରେ ମୋର ହୃଦୟ ତାହାଙ୍କ ପାଇଁ ଉଚ୍ଚାଟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।