Song of Solomon 5:6 — Compare Translations
5 translations compared side by side
Odia - 1840
"ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇଲି। ମାତ୍ର ମାହେର ପ୍ରିଯତମ ସେ ସ୍ଥାନରୁ ଚାଲି ୟାଇଥିଲେ। ମାରେ ଆତ୍ମା ମାେତେ ଛାଡ଼ିଗଲା, ଯେତବେେଳେ ସେ କହିଲେ। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ। ମୁଁ ତାହାଙ୍କୁ ଡ଼ାକିଲି, ମାତ୍ର ସେ ମାେତେ ଉତ୍ତର ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ । ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି। ମାତ୍ର ମୋହର ପ୍ରିୟତମ ସେ ସ୍ଥାନରୁ ଗ୍ଭଲି ଯାଇଥିଲେ। ମୋର ଆତ୍ମା ମୋତେ ଛାଡ଼ିଗଲା, ଯେତେବେଳେ ସେ କହିଲେ। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ। ମୁଁ ତାହାଙ୍କୁ ଡାକିଲି, ମାତ୍ର ସେ ମୋତେ ଉତ୍ତର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)