Song of Solomon 5:7 — Compare Translations
5 translations compared side by side
Odia - 1840
"ନଗର ଭ୍ରମଣକାରୀ ପ୍ରହରିମାନେ ମାେତେ ଦେଖିଲେ। ସମାନେେ ମାେତେ ପ୍ରହାର କଲେ। ସମାନେେ ମାେତେ କ୍ଷତବିକ୍ଷତ କଲେ। ପ୍ରାଚୀର ରକ୍ଷକମାନେ ମାଠାରୁେ ମାହେର ଆଚ୍ଛାଦନ ବସ୍ତ୍ର କାଢ଼ି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ । ପ୍ରାଚୀର-ରକ୍ଷକମାନେ ମୋʼଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ। ସେମାନେ ମୋତେ ପ୍ରହାର କଲେ। ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।