Song of Solomon 5:8 — Compare Translations
5 translations compared side by side
Odia - 1840
"ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ଯିରୁଶାଲମର କନ୍ୟାଗଣ। ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କ ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।