Song of Solomon 5:9 — Compare Translations
5 translations compared side by side
Odia - 1840
"ହେ ନାରୀଗଣ ମଧ୍ଯ ପରମ ସୁନ୍ଦରୀ। ତୁମ୍ଭର ପ୍ ରମେିକ ଅନ୍ୟ ପ୍ ରମେିକମାନଙ୍କ ଅପେକ୍ଷା କିପରି ଭଲ ଅଟନ୍ତି? ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଏହି ଶପଥ କରାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ସ୍ତ୍ରୀଲୋକମାନେ ତାଙ୍କୁ (ସ୍ତ୍ରୀ) ଉତ୍ତର କଲେ ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରେମିକ ଅନ୍ୟ ପ୍ରେମିକମାନଙ୍କ ଅପେକ୍ଷା କିପରି ଭଲ ଅଟନ୍ତି? ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଏହି ଶପଥ କରାଉଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?
Odia IRV 2017 (ଓଡିଆ ବାଇବେଲ)
ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?