Song of Solomon 6:1 — Compare Translations

5 translations compared side by side

Odia - 1840
"ଆଗୋ ନାରୀଗଣ ମଧିଅରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିଯତମ କୁଆଡ଼େ ୟାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭମାନେେ ଯମେନ୍ତ ଖାଜେି ପାରିବା ଏଥିପାଇଁ ତୁମ୍ଭ ପ୍ରିଯତମ କେଉଁ ଆଡ଼କୁ ୟାଇଛନ୍ତି କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ସ୍ତ୍ରୀଲୋକମାନେ ତାଙ୍କୁ (ସ୍ତ୍ରୀ) କହନ୍ତି ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିୟତମ କୁଆଡ଼େ ଯାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେମନ୍ତ ଖୋଜି ପାରିବା ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଆଡ଼କୁ ଯାଇଛନ୍ତି କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ?
Odia IRV 2017 (ଓଡିଆ ବାଇବେଲ)
ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ?