Song of Solomon 6:10 — Compare Translations

5 translations compared side by side

Odia - 1840
"ଏହି ଯେ ଅରୁଣ ତୁଲ୍ଯ ଉଦୀଯମନା, ଚନ୍ଦ୍ରମା ତୁଲ୍ଯ ସୁନ୍ଦରୀ, ସୂର୍ୟ୍ଯ ତୁଲ୍ଯ ବିଶୁଦ୍ଧତା, ଧୂଜା ବିଶିଷ୍ଟ ସୈନ୍ଯତୁଲ୍ଯ ଭୟଙ୍କର, ସେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ଵଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକମାନେ ତାଙ୍କୁ (ସ୍ତ୍ରୀ) ପ୍ରଶଂସା କଲେ ଏହି ଯେ ଅରୁଣ ତୁଲ୍ୟ ଉଦୀୟମନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧତା, ଧ୍ୱଜା ବିଶିଷ୍ଟ ସୈନ୍ୟତୁଲ୍ୟ ଭୟଙ୍କର, ସେ କିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
Odia IRV 2017 (ଓଡିଆ ବାଇବେଲ)
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?