Song of Solomon 6:11 — Compare Translations

5 translations compared side by side

Odia - 1840
"ମୁଁ ଡ଼ିମ୍ବିରି ବୃକ୍ଷ କାଟିବାକୁ ସଦ୍ଯ ଚାରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହାଇେଅଛି କି ନାହିଁ ଓ ଡ଼ାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ଵ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) କହିଲେ ମୁଁ ଡିମ୍ବିରି ବୃକ୍ଷ କାଟିବାକୁ ସଦ୍ୟ ଗ୍ଭରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।