Song of Solomon 6:2 — Compare Translations

5 translations compared side by side

Odia - 1840
"ମାହେର ପ୍ରିଯତମ ଆପଣା ଉଦ୍ୟାନକୁ ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନ ରେ ତାଙ୍କର ପଲ ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକି, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ ଶୋଶନ୍ ପୁଷ୍ପ ସଂଗ୍ରହ କରିବାକୁ ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ଉତ୍ତର କଲେ ଯିରୁଶାଲମର ସ୍ତ୍ରୀଲୋକମାନଙ୍କୁ ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନରେ ତାଙ୍କର ପଲ ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।