Song of Solomon 6:3 — Compare Translations

5 translations compared side by side

Odia - 1840
"ମୁଁ ଆପଣା ପ୍ରିଯତମଙ୍କର ଓ ମାେ ପ୍ରିଯତମ ମାହେର। ସେ ଶାେଶନ୍ ପୁଷ୍ପ ବନ ରେ ଆପଣା ପଲ ଚରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର। ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।