Song of Solomon 6:4 — Compare Translations

5 translations compared side by side

Odia - 1840
"ଆଗୋ ମାରେ ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ୟିରୁଶାଲମ ପରି ଶୋଭାବତୀ, ଧୂଜାଧାରି ସୈନ୍ଯପରି ଭୟଙ୍କରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ଵଜାଧାରୀ ସୈନ୍ୟ ପରି ଭୟଙ୍କରୀ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) ତାଙ୍କୁ (ସ୍ତ୍ରୀ) କହିଲେ ଆଗୋ ମୋର ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ଯିରୁଶାଲମ ପରି ଶୋଭାବତୀ, ଧ୍ୱଜାଧାରି ସୈନ୍ୟପରି ଭୟଙ୍କରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।