Song of Solomon 6:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେ ଆଡ଼ୁ ଆପଣା ଆଖି ଫରୋଅ, କାରଣ ତଦ୍ବାରା ମୁଁ ପରାସ୍ତ ହାଇେଅଛି। ତୁମ୍ଭର କେଶ ଗିଲିଯଦର ଚଟାଣରୁ ତଳକୁ ଆସୁଥିବା ଏକ ଛଳେିପଲ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ଵାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କ୍ଳେଶ ଗିଲିୟଦ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲିୟଦର ଚଟାଣରୁ ତଳକୁ ଆସୁଥିବା ଏକ ଛେଳିପଲ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।