Song of Solomon 6:7 — Compare Translations

5 translations compared side by side

Odia - 1840
"ଓଢ଼ଣା ତଳେ ତୁମ୍ଭର ଦୁଇଟି କର୍ଣ୍ଣ ମୂଳ ଡ଼ାଳିମ୍ବ ତୁଲ୍ଯ ଦୁଇଟି ଫାଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ସଦୃଶ ।
Odia Bible ERV 2004 (ପବିତ୍ର ବାଇବଲ)
ଓଢ଼ଣା ତଳେ ତୁମ୍ଭର ଦୁଇଟି କର୍ଣ୍ଣ ମୂଳ ଡାଳିମ୍ବ ତୁଲ୍ୟ ଦୁଇଟି ଫାଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।