Song of Solomon 6:9 — Compare Translations

5 translations compared side by side

Odia - 1840
"ମାତ୍ର ମାେ କପୋତୀ, ମାରେ ନିପୁଣାଟି ଅଦ୍ବିତୀଯା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିଯ ୟିଏ ତାକୁ ଗର୍ଭଧାରଣ କଲେ। କନ୍ଯାମାନେ ତାହାକୁ ଦେଖି ଧନ୍ଯା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୋ’ କପୋତୀ, ମୋର ନିପୁଣାଟି ଅଦ୍ୱିତୀୟା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିୟ ଯିଏ ତାକୁ ଗର୍ଭଧାରଣ କଲେ। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।