Song of Solomon 7:1 — Compare Translations

5 translations compared side by side

Odia - 1840
"ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? ଆଗୋ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର । ତୁମ୍ଭର କଟିମଣ୍ତଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରନିହାର ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) ତାଙ୍କର (ସ୍ତ୍ରୀ) ସୌନ୍ଦର୍ଯ୍ୟ ପ୍ରଶଂସା କଲେ ଆଗୋ ରାଜକନ୍ୟା, ପାଦୁକାରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।