Song of Solomon 7:11 — Compare Translations
5 translations compared side by side
Odia - 1840
"ଆସ, ମାରେ ପ୍ରିଯତମ, ଆମ୍ଭମାନେେ କ୍ଷେତ୍ରକୁ ୟିବା। ଆସ ହନୋ ଚାରାଗଛ ଗହଣ ରେ ରାତିଟି କଟଇଦେବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆସ, ମୋର ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯିବା। ଆସ ହେନା ଗ୍ଭରାଗଛ ଗହଣରେ ରାତିଟି କଟେଇଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।
Odia IRV 2017 (ଓଡିଆ ବାଇବେଲ)
ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।