Song of Solomon 7:12 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡାଳିମ୍ଵ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଆମ୍ଭେମାନେ ଦେଖିବା। ସେଠାରେ ମୁଁ ତୁମ୍ଭଙ୍କୁ ଆପଣା ପ୍ରେମ ପ୍ରଦାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।