Song of Solomon 7:2 — Compare Translations

5 translations compared side by side

Odia - 1840
"ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର ଶୋଶନ୍ପୁଷ୍ପ-ମଣ୍ତିତ ଗହମରାଶି ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ପାତ୍ର ତୁଲ୍ୟ। ତୁମ୍ଭର ଉଦର ଶୋଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।