Song of Solomon 7:4 — Compare Translations

5 translations compared side by side

Odia - 1840
"ତୁମ୍ଭର ଗଳଦେଶ ଗଳଦନ୍ତମଯ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ୟୁଗଳ ବେଥି-ଗଦ୍ଦୀମ ନଗର ଦ୍ବାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ଵାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଗଳଦେଶ ଗଳଦନ୍ତମୟ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ଯୁଗଳ ବେଥ୍-ରବ୍ବୀମ ନଗର ଦ୍ୱାର ନିକଟସ୍ଥ ହି‌‌‌ଶ୍‌‌‌ବୋନ୍ ସେରାବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋ‌ନ୍‌ର ଦୁର୍ଗ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।