Song of Solomon 7:5 — Compare Translations

5 translations compared side by side

Odia - 1840
"ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ। ତହିଁର ବେଣୀ ପାଶରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।