Song of Solomon 7:6 — Compare Translations
5 translations compared side by side
Odia - 1840
"ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
Odia Bible ERV 2004 (ପବିତ୍ର ବାଇବଲ)
ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କେମନ୍ତ ସୁନ୍ଦରୀ ଓ ମାନୋହାରିଣୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!