Song of Solomon 7:7 — Compare Translations

5 translations compared side by side

Odia - 1840
"ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂରବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଶରୀରର ଦୀର୍ଘତା ଖଜୁରୀ ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।