Song of Solomon 7:8 — Compare Translations

5 translations compared side by side

Odia - 1840
"ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଲି, ମୁଁ ଖର୍ଜୂରବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି; ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ଵାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ୟ ହେଉ। ପୁଣି ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି: ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;